Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:4 - ପବିତ୍ର ବାଇବଲ

4 ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ ଓ ସେମାନଙ୍କୁ ଛାଉଣିର ବାହାରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ ସନ୍ତାନଗଣ ସେପରି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।

Gade chapit la Kopi




ଗଣନା ପୁସ୍ତକ 5:4
5 Referans Kwoze  

ପୁରୁଷ ବା ସ୍ତ୍ରୀ ଯିଏ ହେଉନା କାହିଁକି ଛାଉଣିର ବାହାରେ ତୁମ୍ଭେ ସେମାନଙ୍କୁ ରଖିବ। ଯଦ୍ଦ୍ୱାରା ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି କରିବେ ନାହିଁ।”


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।


ତେଣୁ ସମସ୍ତ ଇସ୍ରାଏଲୀୟମାନେ ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାକୁ ମାନିଲେ।


ରାଜା ଉଷିୟ ଜଣେ କୁଷ୍ଠରୋଗଗ୍ରସ୍ତ। ସେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିୟନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ୟପାଳ ହେଲେ।


Swiv nou:

Piblisite


Piblisite