ଗଣନା ପୁସ୍ତକ 5:6 - ପବିତ୍ର ବାଇବଲ6 “ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ୟକ୍ତି ବିରୁଦ୍ଧରେ ଅପରାଧ କରେ, ତେବେ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ମଧ୍ୟ ଅପରାଧ କରିଛନ୍ତି। ସେମାନେ ଦୋଷୀ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ତନୀୟ ହୁଏ, Gade chapit laଓଡିଆ ବାଇବେଲ6 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ, Gade chapit la |