Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:11 - ପବିତ୍ର ବାଇବଲ

11 ଆଉ ଯାଜକ ତହିଁରୁ ଗୋଟିଏକୁ ପାପାର୍ଥକ ନୈବେଦ୍ୟ ରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ସେ ଶବ ସମନ୍ଧରେ ଯେଉଁ ପାପ ନାସରୀୟ କଲା, ତହିଁ ଲାଗି ପ୍ରାୟଶ୍ଚିତ କରିବ ଓ ସେ ସେହି ଦିନ ପୁନର୍ବାର ତା'ର ମସ୍ତକ ପବିତ୍ର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଯାଜକ ତହିଁରୁ ଗୋଟିକି ପାପାର୍ଥେ ଓ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହି ଦିନ ତାହାର ମସ୍ତକ ପବିତ୍ର କରିବ।

Gade chapit la Kopi




ଗଣନା ପୁସ୍ତକ 6:11
4 Referans Kwoze  

“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ ମାତ୍ର ପୂର୍ବ ଦିନ ସବୁ ବୃଥା ହେବ, କାରଣ ତାହାର ପୃଥକୀକରଣ ନିରର୍ଥକ ହେଲା।


Swiv nou:

Piblisite


Piblisite