Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:12 - ପବିତ୍ର ବାଇବଲ

12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ ମାତ୍ର ପୂର୍ବ ଦିନ ସବୁ ବୃଥା ହେବ, କାରଣ ତାହାର ପୃଥକୀକରଣ ନିରର୍ଥକ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।

Gade chapit la Kopi

ଓଡିଆ ବାଇବେଲ

12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।

Gade chapit la Kopi




ଗଣନା ପୁସ୍ତକ 6:12
12 Referans Kwoze  

ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ।


ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।


ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ।


କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ।


ଉତ୍ତରରେ ଯୀଶୁ ତାହାଙ୍କୁ କହିଲେ, “ବର୍ତ୍ତମାନ ପାଇଁ ଏହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ୍, ଯାହା ଉତ୍ତମ ଅଟେ।” ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦେବା ପାଇଁ ରାଜି ହେଲେ।


“କିନ୍ତୁ ଯଦି ଜଣେ ଧାର୍ମିକ ବ୍ୟକ୍ତି ତା'ର ଧାର୍ମିକତାରୁ ବିରତ ହୁଏ ଏବଂ ଦୁଷ୍ଟ ଲୋକର ସମସ୍ତ ଜଘନ୍ୟ କାର୍ଯ୍ୟ କରେ, ସେ ବଞ୍ଚିବ କି? ତା'ର (ଆଗରୁ କରିଥିବା) ଧାର୍ମିକତା କାର୍ଯ୍ୟସବୁ ହିସାବକୁ ନିଆଯିବ ନାହିଁ। ତା'ର ବର୍ତ୍ତମାନର ପାପ ଯୋଗୁଁ ସେ ନିଶ୍ଚିତ ଭାବରେ ମରିବ।


ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ। ତା'ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳନ କରିବ।


ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର।


“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଆଉ ଯାଜକ ତହିଁରୁ ଗୋଟିଏକୁ ପାପାର୍ଥକ ନୈବେଦ୍ୟ ରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ସେ ଶବ ସମନ୍ଧରେ ଯେଉଁ ପାପ ନାସରୀୟ କଲା, ତହିଁ ଲାଗି ପ୍ରାୟଶ୍ଚିତ କରିବ ଓ ସେ ସେହି ଦିନ ପୁନର୍ବାର ତା'ର ମସ୍ତକ ପବିତ୍ର କରିବ।


“ସେହି ମନୁଷ୍ୟ ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ ନାସରୀୟ ପ୍ରତିଜ୍ଞା ବ୍ୟବସ୍ଥା ଅନୁସାରେ ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆସିବ।


Swiv nou:

Piblisite


Piblisite