Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:13 - ପବିତ୍ର ବାଇବଲ

13 “ସେହି ମନୁଷ୍ୟ ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ ନାସରୀୟ ପ୍ରତିଜ୍ଞା ବ୍ୟବସ୍ଥା ଅନୁସାରେ ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆସିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା; ବ୍ରତକାରୀ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଅଣାଯିବ।

Gade chapit la Kopi

ଓଡିଆ ବାଇବେଲ

13 ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।

Gade chapit la Kopi




ଗଣନା ପୁସ୍ତକ 6:13
4 Referans Kwoze  

ତେଣୁ ପାଉଲ ତହିଁ ଆରଦିନ ସେହି ଗ୍ଭରି ଜଣ ଲୋକଙ୍କୁ ସାଙ୍ଗରେ ନେଇ ଆପଣାକୁ ଶୁଚି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିୟା ସମାରୋହର ଦିନ ପୁରି ଯିବ ଓ ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କ ପାଇଁ ଦାନ ଦିଆଯିବ, ସେହି ବିଷୟରେ ଘୋଷଣା କଲେ।


ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖରେ ପରମେଶ୍ୱରଙ୍କଠାରେ ମାନତ କରିଥିବାର ଗ୍ଭରି ଜଣ ଲୋକ ଅଛନ୍ତି।


ସାତ ଦିନ ପୁରି ଯିବା ଦିନ ଏସିଆର କେତେକ ଯିହୂଦୀମାନେ ତାହାଙ୍କୁ ମନ୍ଦିରରେ ଦେଖିଲେ। ସେମାନେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧରେ ଉତ୍ତେଜିତ କଲେ ଓ ତାହାଙ୍କୁ ଧରି ପକେଇଲେ।


ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ ମାତ୍ର ପୂର୍ବ ଦିନ ସବୁ ବୃଥା ହେବ, କାରଣ ତାହାର ପୃଥକୀକରଣ ନିରର୍ଥକ ହେଲା।


Swiv nou:

Piblisite


Piblisite