ଗଣନା ପୁସ୍ତକ 6:2 - ପବିତ୍ର ବାଇବଲ2 “ଇସ୍ରାଏଲ ଲୋକମାନଙ୍କୁ ଏହିସବୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ହେବା ନିମନ୍ତେ ବିଶେଷ ନାସରୀୟ ପ୍ରତିଜ୍ଞା କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯେବେ ନାସରୀୟ କୌଣସି ବିଶେଷ ବ୍ରତ କରେ, Gade chapit laଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ, Gade chapit la |
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”