Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:22 - ପବିତ୍ର ବାଇବଲ

22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 6:22
4 Referans Kwoze  

ତା'ପରେ ହାରୋଣ ଆପଣା ହସ୍ତ ଉତ୍ତୋଳନ କରି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେ ପାପାର୍ଥକ ବଳି, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲାପରେ ସେ ଯଜ୍ଞବେଦି ତଳକୁ ଓହ୍ଲାଇ ଆସିଲେ।


“ଏହି ହେଉଛି ବ୍ୟବସ୍ଥା, ଯେଉଁ ଲୋକ ବିଶେଷ ନାସରୀୟ ବ୍ରତ କରେ। ସେ ଏହି ନୈବେଦ୍ୟ ଆଣିବ, ଏତଦ୍ ବ୍ୟତିତ ଯଦି ସେ ଅନ୍ୟକିଛି ନେଇପାରିବ, ସେ ନିଶ୍ଚୟ ଯାହା ପ୍ରତିଜ୍ଞା କରିଛି ତାହା କରିବ।”


“ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିପରି ଆଶୀର୍ବଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,


ଏହା ପରେ ଲେବୀ ବଂଶଧର ଯାଜକମାନେ ତାହା ନିକଟକୁ ଆସିବେ କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି। ଏଣୁ ସେମାନଙ୍କ ବାକ୍ୟ ଅନୁସାରେ ପ୍ରତ୍ୟେକ ବିରୋଧରେ ଓ ଆଘାତରେ ବିଗ୍ଭର ହେବ।


Swiv nou:

Piblisite


Piblisite