ଗଣନା ପୁସ୍ତକ 6:27 - ପବିତ୍ର ବାଇବଲ27 ତା'ପରେ ସଦାପ୍ରଭୁ କହିଲେ, “ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇସ୍ରାଏଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। Gade chapit laଓଡିଆ ବାଇବେଲ27 ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା। Gade chapit la |
ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।