Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:3 - ପବିତ୍ର ବାଇବଲ

3 ସେମାନେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗାଈ ଆଣିଲେ। ପ୍ରତ୍ୟେକ ନେତୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନେତୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ଼ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।

Gade chapit la Kopi




ଗଣନା ପୁସ୍ତକ 7:3
7 Referans Kwoze  

ଏହା ପରେ ଫାରୋ କହିଲେ, “ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ୱାରା ସେମାନଙ୍କର ଭୂମିକୁ ଯାତ୍ରା କରନ୍ତୁ ଏବଂ ସେମାନଙ୍କର ପିତା, ସେମାନଙ୍କର ସ୍ତ୍ରୀମାନଙ୍କୁ ଏବଂ ସେମାନଙ୍କର ପିଲାମାନଙ୍କୁ ଆଣନ୍ତୁ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,


ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ।


ତୁମ୍ଭେମାନେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦେବା। ଆମ୍ଭେ ତୁମ୍ଭକୁ ନଡ଼ାରେ ବୋଝେଇ ଶଗଡ଼ ପରି ବଙ୍କା କରିଦେବା।


ତେଣୁ ଇସ୍ରାଏଲଙ୍କ ପୁତ୍ରମାନେ ସେହିପରି କଲେ। ଫାରୋ କହିବା ଅନୁସାରେ ଯୋଷେଫ ସେମାନଙ୍କୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ଯାତ୍ରା ପାଇଁ ଆବଶ୍ୟକ ଦ୍ରବ୍ୟମାନ ମଧ୍ୟ ଦେଲେ।


“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା'ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର।


ସେହି ଦଳଟି ଆସି ଯିରୁଶାଲମର ସଦାପ୍ରଭୁଙ୍କର ମନ୍ଦିରରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସେହି ମନ୍ଦିର ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ୱେଚ୍ଛାପୂର୍ବକ ଦାନ କଲେ।


Swiv nou:

Piblisite


Piblisite