Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:84 - ପବିତ୍ର ବାଇବଲ

84 ତହୁଁ ଏହିସବୁ ଦ୍ରବ୍ୟ ବେଦିର ଅଭିଷେକ ଦିନ, ଇସ୍ରାଏଲ ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା। ଯଥା: ବାରଟି ରୂପାର ଥାଳୀ, ବାରଟି ରୂପାର ଗିନା ଓ ବାରଟି ସୁବର୍ଣ୍ଣ ଗ୍ଭମଚ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ଵାରା ଦତ୍ତ ହୋଇଥିଲା; ରୂପାର ଦ୍ଵାଦଶ ଥାଳୀ ଓ ରୂପାର ଦ୍ଵାଦଶ କୁଣ୍ତ ଓ ସ୍ଵର୍ଣ୍ଣର ଦ୍ଵାଦଶ ଚମସ;

Gade chapit la Kopi

ଓଡିଆ ବାଇବେଲ

84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

84 ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;

Gade chapit la Kopi




ଗଣନା ପୁସ୍ତକ 7:84
11 Referans Kwoze  

ଅଧିପତିଗଣ ମଧ୍ୟ ଦାନ କଲେ, ଯେତେବେଳେ ମୋଶା ଯଜ୍ଞବେଦି ଉତ୍ସର୍ଗ କଲେ ଅର୍ଥାତ୍ ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।


ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।


ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ।


ଅନନ୍ତର ଯେଉଁ ଦିନ ମୋଶା ପବିତ୍ର ତମ୍ବୁର କାର୍ଯ୍ୟ ଶେଷ କଲେ, ସେ ତୈଳ ଦେଇ ଏହାକୁ ଅଭିଷିକ୍ତ କଲେ ଏବଂ ଯଜ୍ଞବେଦି ଏବଂ ତାହାର ସମସ୍ତ ପାତ୍ର ଏବଂ ଯଜ୍ଞବେଦି ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।


ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡ଼ିକ ପେୟନୈବେଦ୍ୟ ପାଇଁ ବ୍ୟବହୃତ ହେବ।


ପ୍ରତ୍ୟେକ ରୂପା ପାତ୍ର 130 ଶେକଲ ପ୍ରତ୍ୟେକ ରୂପାଗିନା ସତୁରି ଶେକଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।


Swiv nou:

Piblisite


Piblisite