ଗଣନା ପୁସ୍ତକ 7:85 - ପବିତ୍ର ବାଇବଲ85 ପ୍ରତ୍ୟେକ ରୂପା ପାତ୍ର 130 ଶେକଲ ପ୍ରତ୍ୟେକ ରୂପାଗିନା ସତୁରି ଶେକଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ତ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା; Gade chapit laଓଡିଆ ବାଇବେଲ85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT85 ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା; Gade chapit la |
“ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର।