Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:86 - ପବିତ୍ର ବାଇବଲ

86 ଉପଯୁକ୍ତ ମାପ ଅନୁସାରେ ପ୍ରତ୍ୟେକ ସ୍ୱର୍ଣ୍ଣ ଗ୍ଭମଚରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଗ୍ଭମଚର ସ୍ୱର୍ଣ୍ଣ ଦଶ ଶେକଲ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

86 ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।

Gade chapit la Kopi

ଓଡିଆ ବାଇବେଲ

86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

86 ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।

Gade chapit la Kopi




ଗଣନା ପୁସ୍ତକ 7:86
6 Referans Kwoze  

ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡ଼ିକ ପେୟନୈବେଦ୍ୟ ପାଇଁ ବ୍ୟବହୃତ ହେବ।


ଯେଉଁମାନଙ୍କୁ ଗଣନା କରାଯାଏ ସେମାନେ ଅର୍ଦ୍ଧ ଶେକଲ ଦେବା ଉଚିତ୍। କାର୍ଯ୍ୟାଳୟ ମାପ ଅନୁସାରେ ଅର୍ଦ୍ଧ ଶେକଲ, ଏହି ଶେକଲ କୋଡ଼ିଏ ଗେରାହ ଅଟେ। ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପାଇଁ ନୈବେଦ୍ୟ ହେବ।


ପ୍ରତ୍ୟେକ ରୂପା ପାତ୍ର 130 ଶେକଲ ପ୍ରତ୍ୟେକ ରୂପାଗିନା ସତୁରି ଶେକଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।


ହୋମବଳି ନିମନ୍ତେ ସମୁଦାୟ ବାରଟି ଗୋରୁ, ବାରଟି ମେଷ ଓ ଏକବର୍ଷୀୟ ବାରଟି ମେଷବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ୟ ନୈବେଦ୍ୟ ମଧ୍ୟ ଯିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟୀ ଛାଗ ଥିଲା।


ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।


Swiv nou:

Piblisite


Piblisite