ଗଣନା ପୁସ୍ତକ 8:13 - ପବିତ୍ର ବାଇବଲ13 ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Gade chapit laଓଡିଆ ବାଇବେଲ13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। Gade chapit la |
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।