ଗଣନା ପୁସ୍ତକ 8:17 - ପବିତ୍ର ବାଇବଲ17 ସେହି ଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲି, ମୁଁ ଇସ୍ରାଏଲର ପ୍ରଥମଜାତ ସନ୍ତାନଙ୍କୁ ମୋ’ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇସ୍ରାଏଲର ପ୍ରଥମଜାତ ଉଭୟ ମନୁଷ୍ୟ ଓ ପଶୁଗୁଡ଼ିକ ମୋର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର; ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ। Gade chapit laଓଡିଆ ବାଇବେଲ17 ଯେହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ। Gade chapit la |
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।