Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:18 - ପବିତ୍ର ବାଇବଲ

18 ପୁଣି ଇସ୍ରାଏଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳରେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।

Gade chapit la Kopi




ଗଣନା ପୁସ୍ତକ 8:18
5 Referans Kwoze  

ସେହି ଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲି, ମୁଁ ଇସ୍ରାଏଲର ପ୍ରଥମଜାତ ସନ୍ତାନଙ୍କୁ ମୋ’ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇସ୍ରାଏଲର ପ୍ରଥମଜାତ ଉଭୟ ମନୁଷ୍ୟ ଓ ପଶୁଗୁଡ଼ିକ ମୋର ହେବ।


ମୁଁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ ଦାନରୂପେ ହାରୋଣ ଓ ତା'ର ପୁତ୍ରଗଣଙ୍କୁ ଦେଲି। ସେମାନେ ସମାଗମ-ତମ୍ବୁ ନିକଟରେ ଇସ୍ରାଏଲୀୟ ଲୋକ ବଦଳରେ ସେବା ଓ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କିରିବେ। ଏହି ପ୍ରକାରେ ଇସ୍ରାଏଲର ଲୋକମାନେ ପବିତ୍ର ସ୍ଥାନ ନିକଟକୁ ଆସିଲାବେଳେ କୌଣସି ମହାମାରୀ ଆସିବ ନାହିଁ।”


ଇସ୍ରାଏଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମୁଣ୍ଡରେ ତାଙ୍କର ବାମ ହସ୍ତ ରଖିଲେ। ଏହା ପରେ ଇସ୍ରାଏଲ ତାଙ୍କର ବାମହସ୍ତ ମନଃଶିର ମସ୍ତକ ଉପରେ ରଖିଲେ ଯିଏ କି ପ୍ରଥମେ ଜନ୍ମ ହୋଇଥିଲା।


“ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତରେ ଲେବୀୟମାନଙ୍କୁ ଦେବ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇସ୍ରାଏଲ ଲୋକମାନଙ୍କ ପକ୍ଷରୁ ସେମାନଙ୍କୁ ଦିଆଗଲା।


“ମୁଁ ତୁମ୍ଭକୁ କହିଥିଲି ଇସ୍ରାଏଲର ପ୍ରତ୍ୟେକ ବଂଶର ପ୍ରଥମଜାତ ମୋର ସେବକ ହେବ। ବର୍ତ୍ତମାନ ଲେବୀୟମାନେ ମୋର ଅଧିକୃତ, ତେଣୁ ଇସ୍ରାଏଲୀୟମାନଙ୍କ ପ୍ରଥମଜାତ ପରିବର୍ତ୍ତେ ଲେବୀୟମାନେ ମୋର ହେବେ।


Swiv nou:

Piblisite


Piblisite