ଗଣନା ପୁସ୍ତକ 8:2 - ପବିତ୍ର ବାଇବଲ2 “ହାରୋଣଙ୍କୁ କୁହ, ମୁଁ ଦେଖାଇଥିବା ସ୍ଥାନରେ ସାତୋଟି ପ୍ରଦୀପ ରଖିବେ। ଯାହାଫଳରେ ସାତୋଟି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ। Gade chapit laଓଡିଆ ବାଇବେଲ2 “ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’” Gade chapit la |
ଭବିଷ୍ୟଦ୍ବକ୍ତା କହିଥିବା କଥାଗୁଡ଼ିକ ବିଷୟରେ ସୁନିଶ୍ଚିତ ହେବା ପାଇଁ ଏହା ଅଧିକ ସାହାଯ୍ୟ କରେ। ଭବିଷ୍ୟଦ୍ବକ୍ତାମାନେ ଯାହା ଯାହା କହିଛନ୍ତି, ସେଗୁଡ଼ିକୁ ଯଥାସମ୍ଭବ କାର୍ଯ୍ୟକାରୀ କରିବା ତୁମ୍ଭ ପାଇଁ ଭଲ। ସେମାନେ ଯାହା କହିଛନ୍ତି ତାହା ଅନ୍ଧକାରରେ ଜ୍ୟୋତିଃ ତୁଲ୍ୟ ପ୍ରକାଶିତ ହେଲା। ସକାଳ ହେବା ପର୍ଯ୍ୟନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନରେ ନୂତନ ଜ୍ୟୋତିଃ ନ ଆଣିବା ପର୍ଯ୍ୟନ୍ତ, ତୁମ୍ଭ ପାଖରେ ସେହି ଜ୍ୟୋତିଃ ଅଛି।