Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:25 - ପବିତ୍ର ବାଇବଲ

25 ପୁଣି ସେମାନେ ପଗ୍ଭଶ୍ ବର୍ଷ ବୟସ୍କ ହେଲେ ସେବା କର୍ମରୁ ଅବସର ନେଇ ଆଉ ସେବାକରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;

Gade chapit la Kopi




ଗଣନା ପୁସ୍ତକ 8:25
4 Referans Kwoze  

ଯେଉଁମାନେ ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ମଧ୍ୟରେ ଓ ସମାଗମ-ତମ୍ବୁରେ ସେବା କରି ପାରିବେ, ସେମାନଙ୍କୁ ଗଣନା କର।


ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି।


“ଏହା ହେଉଛି ଲେବୀୟମାନଙ୍କ ବ୍ୟବସ୍ଥା ପାତ୍ର। ପଚିଶ ବର୍ଷରୁ ଅଧିକ ଲେବୀୟମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହେବେ।


ତଥାପି ସେମାନେ ପଗ୍ଭଶ୍ ବର୍ଷ ବୟସରେ ମଧ୍ୟ ସମାଗମ-ତମ୍ବୁରେ ଆପଣା ଭ୍ରାତାମାନଙ୍କୁ ସେବାକାର୍ଯ୍ୟରେ ସାହାଯ୍ୟ କରିବେ। କିନ୍ତୁ ସେମାନେ ନିଜ ମତାମତ ଅନୁସାରେ କାର୍ଯ୍ୟ କରିବା ଉଚିତ୍ ନୁହେଁ। ଏହିରୂପେ ତୁମ୍ଭେ ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ସେମାନଙ୍କ ପ୍ରତି ଉଚିତ୍ କରିବ।”


Swiv nou:

Piblisite


Piblisite