ଗଣନା ପୁସ୍ତକ 8:26 - ପବିତ୍ର ବାଇବଲ26 ତଥାପି ସେମାନେ ପଗ୍ଭଶ୍ ବର୍ଷ ବୟସରେ ମଧ୍ୟ ସମାଗମ-ତମ୍ବୁରେ ଆପଣା ଭ୍ରାତାମାନଙ୍କୁ ସେବାକାର୍ଯ୍ୟରେ ସାହାଯ୍ୟ କରିବେ। କିନ୍ତୁ ସେମାନେ ନିଜ ମତାମତ ଅନୁସାରେ କାର୍ଯ୍ୟ କରିବା ଉଚିତ୍ ନୁହେଁ। ଏହିରୂପେ ତୁମ୍ଭେ ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ସେମାନଙ୍କ ପ୍ରତି ଉଚିତ୍ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ଵୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ। Gade chapit laଓଡିଆ ବାଇବେଲ26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।” Gade chapit la |
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।