ଗଣନା ପୁସ୍ତକ 8:8 - ପବିତ୍ର ବାଇବଲ8 “ତା'ପରେ ସେମାନେ ଏକ ଗୋବତ୍ସ ଓ ତା’ ସହିତ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ଆଣନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟନୈବେଦ୍ୟ ଆଣନ୍ତୁ, ପୁଣି ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ। Gade chapit laଓଡିଆ ବାଇବେଲ8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।