Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:4 - ପବିତ୍ର ବାଇବଲ

4 ତହୁଁ ମୋଶା ଇସ୍ରାଏଲ ଲୋକମାନଙ୍କୁ ନିସ୍ତାରପର୍ବ ପାଳନ କରିବା ପାଇଁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।

Gade chapit la Kopi




ଗଣନା ପୁସ୍ତକ 9:4
3 Referans Kwoze  

ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର।


ଏହିମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।”


ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ।


Swiv nou:

Piblisite


Piblisite