ଗଣନା ପୁସ୍ତକ 9:8 - ପବିତ୍ର ବାଇବଲ8 ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରୁହ, ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ମୁଁ ପଗ୍ଭରେ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତେବେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ। Gade chapit laଓଡିଆ ବାଇବେଲ8 ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।” Gade chapit la |
ତୁମ୍ଭମାନଙ୍କର ଏହି ଯୁଦ୍ଧରେ ଯୁଦ୍ଧ କରିବା ଦରକାର ନାହିଁ। ତୁମ୍ଭେମାନେ ନିଜ ସ୍ଥାନରେ ଦୃଢ଼ ହୋଇ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭେମାନେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧରେ ବାହାରି ଯାଅ।’”