ଫିଲୀମନ 1:18 - ପବିତ୍ର ବାଇବଲ18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ୍ କରିଛି ବା ତା'ର ତୁମକୁ କିଛି ଦେବାକୁ ଅଛି ତେବେ ତାହା ମୋ’ ଖାତାରେ ପକାଇ ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖ; Gade chapit laଓଡିଆ ବାଇବେଲ18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋ' ହିସାବରେ ଲେଖିରଖ; Gade chapit laପବିତ୍ର ବାଇବଲ (CL) NT (BSI)18 ସେ ଯଦି ତୁମର କିଛି କ୍ଷତି କରିଥାଏ, କିମ୍ବା ତୁମକୁ ତା’ର କିଛି ଦେବାର ଥାଏ, ତାହା ମୋ’ ହିସାବରେ ଲେଖି ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ କିମ୍ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖିରଖ; Gade chapit la |