ଫିଲୀମନ 1:21 - ପବିତ୍ର ବାଇବଲ21 ମୁଁ ଯାହା କହିଛି, ସେଗୁଡ଼ିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କହେ, ତୁମ୍ଭେ ତା'ଠାରୁ ଅଧିକ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ଵାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼଠାରୁ ଅଧିକ ମଧ୍ୟ କରିବ। Gade chapit laଓଡିଆ ବାଇବେଲ21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ । Gade chapit laପବିତ୍ର ବାଇବଲ (CL) NT (BSI)21 ତୁମେ ମୋର ଅନୁରୋଧ ରକ୍ଷା କରିବ ବୋଲି ନିଶ୍ଚିତଭାବେ ଜାଣି, ମୁଁ ଏ ପତ୍ର ଲେଖୁଛି। ବାସ୍ତବିକ ମୁଁ ଜାଣେ, ତୁମଠାରୁ ମୁଁ ଯେତିକି ଅପେକ୍ଷା କରୁଛି, ତୁମେ ମୋ’ ପାଇଁ ତା’ଠାରୁ ଅଧିକ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତାʼ ଠାରୁ ଅଧିକ ମଧ୍ୟ କରିବ। Gade chapit la |