ଫିଲୀମନ 1:5 - ପବିତ୍ର ବାଇବଲ5 ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। Gade chapit laପବିତ୍ର ବାଇବଲ (Re-edited) - (BSI)5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି, Gade chapit laଓଡିଆ ବାଇବେଲ5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି, Gade chapit laପବିତ୍ର ବାଇବଲ (CL) NT (BSI)5 କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, Gade chapit la |
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫେରି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମର ସୁଖବର ଆମ୍ଭକୁ ଦେଇଛନ୍ତି। ତୁମ୍ଭେମାନେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭେମାନେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଗ୍ଭହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ୟ ସେହି ଇଚ୍ଛା। ଆମ୍ଭେମାନେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।