ଫିଲୀମନ 1:8 - ପବିତ୍ର ବାଇବଲ8 କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସତ୍କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅତଏବ ଯାହା ଉପଯୁକ୍ତ, ସେ ସମ୍ଵନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, Gade chapit laଓଡିଆ ବାଇବେଲ8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, Gade chapit laପବିତ୍ର ବାଇବଲ (CL) NT (BSI)8 ଏଣୁ ତୁମର ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ତୁମର କର୍ତ୍ତବ୍ୟ ବିଷୟରେ ନିର୍ଦ୍ଦେଶ ଦେବାକୁ ମୋର ସାହସ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି, Gade chapit la |
ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲିପ୍ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।