Bib sou entènèt

- Piblisite -




ଫିଲିପୀୟ 2:23 - ପବିତ୍ର ବାଇବଲ

23 ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମୋ’ ସହିତ କ’ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି;

Gade chapit la Kopi

ଓଡିଆ ବାଇବେଲ

23 ଅତଏବ, ମୋ' ପ୍ରତି କ'ଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ମୋ’ ପ୍ରତି କ’ଣ ଘଟିବାକୁ ଯାଉଛି, ଜାଣିବା ମାତ୍ରେ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବି ବୋଲି ଆଶା କରୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;

Gade chapit la Kopi




ଫିଲିପୀୟ 2:23

Swiv nou:

Piblisite


Piblisite