ଫିଲିପୀୟ 3:10 - ପବିତ୍ର ବାଇବଲ10 ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, Gade chapit laଓଡିଆ ବାଇବେଲ10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, Gade chapit laପବିତ୍ର ବାଇବଲ (CL) NT (BSI)10 ଏବେ ମୋର ଏକାନ୍ତ ଇଚ୍ଛା - ମୁଁ ଯେପରି ଖ୍ରୀଷ୍ଟଙ୍କୁ ଜାଣିବି ଓ ତାଙ୍କ ପୁନରୁତ୍ଥାନର ଶକ୍ତି ଅନୁଭବ କରିବି; ତାଙ୍କ କ୍ଲେଶଭୋଗର ସମବେଦନା ଅନୁଭବ କରି ମୃତ୍ୟୁରେ ମଧ୍ୟ ତାଙ୍କ ପରି ହେବି Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, Gade chapit la |
ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”