ଫିଲିପୀୟ 3:2 - ପବିତ୍ର ବାଇବଲ2 ଯେଉଁମାନେ ମନ୍ଦକର୍ମରେ ଲିପ୍ତ, ସେମାନଙ୍କଠାରୁ ସାବଧାନ ହୋଇ ରୁହ, ସେମାନେ କୁକୁରମାନଙ୍କ ପରି। ସେମାନେ ଲୋକମାନଙ୍କୁ ସୁନ୍ନତ ହେବା ପାଇଁ ଦାବୀ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; Gade chapit laଓଡିଆ ବାଇବେଲ2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; Gade chapit laପବିତ୍ର ବାଇବଲ (CL) NT (BSI)2 ଯେଉଁମାନେ ଅସତ୍ କାର୍ଯ୍ୟରେ ଲିପ୍ତ, ଯେଉଁମାନେ ଶରୀରକୁ ବିକଳାଙ୍ଗ କରିବା ପାଇଁ ଜିଦ୍ ଧରନ୍ତି, ସେହି କୁକୁରମାନଙ୍କ ପ୍ରତି ସାବଧାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; Gade chapit la |
କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।