ଫିଲିପୀୟ 4:15 - ପବିତ୍ର ବାଇବଲ15 ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ। Gade chapit laଓଡିଆ ବାଇବେଲ15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ' ସହିତ ଦେବା ନେବାର ହିସାବ ରଖି ନ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)15 ହେ ଫିଲିପୀୟ ଭାଇମାନେ, ତୁମର ସ୍ପଷ୍ଟ ମନେଥିବ, କିପରି ସୁସମାଚାର ପ୍ରଚାର ଆରମ୍ଭ କରିବା ସମୟରେ, ମୁଁ ଯେତେବେଳେ ମାସିଦୋନିଆ ପରିତ୍ୟାଗ କଲି, କେବଳ ତୁମର ମଣ୍ଡଳୀ ମୋତେ ସାହାଯ୍ୟ କରିଥିଲା, କେବଳ ତୁମ୍ଭେମାନେ ମୋର ଲାଭ ଓ କ୍ଷତିର ଅଂଶୀଦାର ହୋଇଥିଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ। Gade chapit la |
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।