Biblia Todo Logo
Bib sou entènèt

- Piblisite -




ହିତୋପଦେଶ 1:2 - ପବିତ୍ର ବାଇବଲ

2 ଏହି ହିତୋପଦେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସେମାନେ ଜାଣି ପାରିବେ କେଉଁ କାର୍ଯ୍ୟଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ୟମାନ ସାହାଯ୍ୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;

Gade chapit la Kopi

ଓଡିଆ ବାଇବେଲ

2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଜ୍ଞାନ ଓ ଉପଦେଶ ବୁଝିବାକୁ; ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;

Gade chapit la Kopi




ହିତୋପଦେଶ 1:2
13 Referans Kwoze  

ଜ୍ଞାନକୁ ତୁମ୍ଭର ଭଉଣୀପରି ଗ୍ରହଣ କର। ସୁବିବେଚନାକୁ ତୁମ୍ଭର ପରିବାରର ସଦସ୍ୟରୂପେ ଗ୍ରହଣ କର।


ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ ଧନ ଥିଲେ ତାହା ମୂଲ୍ୟହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳରେ ଜ୍ଞାନ କ୍ରୟ କରିପାରେ ନାହିଁ।


ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭେମାନେ ସୁବିବେଚନା କର।


ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବେଚନା ପାଇବା ରୂପାଠାରୁ ଅଧିକ ମୂଲ୍ୟବାନ।


ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।


ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।


ତେଣୁ ତୁମ୍ଭେ ଧାର୍ମିକତା, ସୁବିଗ୍ଭର, ନ୍ୟାୟ, ଓ ମଙ୍ଗଳର ପ୍ରତ୍ୟେକ ସୁପଥ ଜାଣିବ।


ମୋର ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ୟ କର ନାହିଁ।


ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।


Swiv nou:

Piblisite


Piblisite