ହିତୋପଦେଶ 10:2 - ପବିତ୍ର ବାଇବଲ2 ଯଦି ଜଣେ କୁକର୍ମ କରି ଧନ ଅର୍ଜ୍ଜନ କରେ, ତେବେ ତାହା କାର୍ଯ୍ୟରେ ଲାଗେ ନାହିଁ। ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ। Gade chapit laଓଡିଆ ବାଇବେଲ2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ। Gade chapit la |
ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।