ହିତୋପଦେଶ 11:2 - ପବିତ୍ର ବାଇବଲ2 ଗର୍ବ ଲଜ୍ଜା ଆଣେ, କିନ୍ତୁ ନମ୍ରତା ଜ୍ଞାନ ଆଣେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। Gade chapit laଓଡିଆ ବାଇବେଲ2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”