Biblia Todo Logo
Bib sou entènèt

- Piblisite -




ହିତୋପଦେଶ 12:3 - ପବିତ୍ର ବାଇବଲ

3 କୁପଥ ଦ୍ୱାରା କେହି ସୁରକ୍ଷିତ ହେବ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦରେ ରହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଦୁଷ୍ଟତା ଦ୍ଵାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।

Gade chapit la Kopi




ହିତୋପଦେଶ 12:3
13 Referans Kwoze  

ଯେତେବେଳେ ଘୂର୍ଣ୍ଣିବାୟୁ ବହେ, ଦୁଷ୍ଟ ଲୋକ ଅନ୍ତର୍ଦ୍ଧାନ ହୋଇଯିବ। କିନ୍ତୁ ଧାର୍ମିକ ପୁରୁଷ ଅନନ୍ତକାଳସ୍ଥାୟୀ ସ୍ୱରୂପ ରହେ।


ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ।


ଦୁଷ୍ଟ ଲୋକମାନେ କୁକର୍ମକାରୀ ଲୋକମାନଙ୍କର ଫାନ୍ଦକୁ ଆଦରି ନିଅନ୍ତି। ମାତ୍ର ଧାର୍ମିକର ମୂଳ ଫଳଦାୟକ ଅଟେ।


ତୁମ୍ଭେ କେବଳ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆସେ। ତୁମ୍ଭକୁ ସତ୍ୟର ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ୱରଙ୍କୁ ସବୁବେଳେ ଧନ୍ୟବାଦ ଦେଉଥାଅ।


ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।


ତୁମ୍ଭର ସୁବିଗ୍ଭର ଧନ୍ୟ ହେଉ ଓ ଆଜି ମୋତେ ନିରୀହମାନଙ୍କର ରକ୍ତପାତ କରିବାରୁ ମନା ହେଲା। ଏଥିପାଇଁ ତୁମ୍ଭର ମଙ୍ଗଳ ହେଉ।


ଦୁଷ୍ଟ ଲୋକ ବେଶୀଦିନ ଧନୀ ହୋଇପାରନ୍ତି ନାହିଁ। ତା'ର ସମ୍ପତ୍ତି ବେଶୀଦିନ ତିଷ୍ଠିବ ନାହିଁ। ତା'ର ସମ୍ପତ୍ତି ସମଗ୍ର ଦେଶରେ ବ୍ୟାପ୍ତ ହେବ ନାହିଁ।


ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ତାହାର ପଥ ପ୍ରଦର୍ଶକ ହେବ। କିନ୍ତୁ ଦୁଷ୍ଟର ଦରଜା ସେମାନଙ୍କ ଦୁଷ୍ଟତା ଦ୍ୱାରା ଧ୍ୱଂସ ହେବ।


କୌଣସି ଲୋକର କ୍ଷମତା ନାହିଁ ଯେ, ଆତ୍ମାକୁ ଯିବା ସମୟରେ ଅଟକାଇ ପାରିବ। କେହି ମୃତ୍ୟୁକୁ ଅଟକାଇ ପାରିବ ନାହିଁ। ଯୁଦ୍ଧ ସମୟରେ ଜଣେ ସୈନିକ ତା'ର ମନଇଚ୍ଛା କୌଣସି ସ୍ଥାନକୁ ଯାଇପାରିବ ନାହିଁ। ଠିକ୍ ସେହିପରି ଯଦି ଜଣେ ମନୁଷ୍ୟ କୁକର୍ମ କରେ, ସେହି କୁକର୍ମରୁ ସେ ରକ୍ଷା ପାଇବ ନାହିଁ।


Swiv nou:

Piblisite


Piblisite