Biblia Todo Logo
Bib sou entènèt

- Piblisite -




ହିତୋପଦେଶ 16:3 - ପବିତ୍ର ବାଇବଲ

3 ସଦାପ୍ରଭୁଙ୍କଠାରେ ତୁମ୍ଭର ସମସ୍ତ କାର୍ଯ୍ୟ ସମର୍ପଣ କର। ତେବେ ତୁମ୍ଭେ ସବୁ କାର୍ଯ୍ୟରେ ଜୟଯୁକ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଙ୍କଳ୍ପ ସ୍ଥିରୀକୃତ ହେବ।

Gade chapit la Kopi

ଓଡିଆ ବାଇବେଲ

3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।

Gade chapit la Kopi




ହିତୋପଦେଶ 16:3
10 Referans Kwoze  

ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।


ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ, ତହିଁରେ ସେ ତୁମ୍ଭର ଯତ୍ନ ନେବେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।


କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।


ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।


କିନ୍ତୁ ଆୟୁବ ମୁଁ ଯଦି ତୁମ୍ଭ ଜାଗାରେ ଥା’ନ୍ତି ନିଶ୍ଚୟ ପରମେଶ୍ୱରଙ୍କୁ ଡାକି ନିଜର ସମସ୍ତ ଦୁଃଖ ତାଙ୍କୁ ଜଣାନ୍ତି।


ଯଦି ତୁମ୍ଭେ କିଛି କରିବାକୁ ସ୍ଥିର କରିଛ, ନିଶ୍ଚୟ ତାହା ସଫଳ ହେବ। ତା'ହେଲେ ପ୍ରକୃତରେ ତୁମ୍ଭର ଭବିଷ୍ୟତ ଉଜ୍ଜ୍ୱଳ ହେବ।


ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ।


Swiv nou:

Piblisite


Piblisite