Biblia Todo Logo
Bib sou entènèt

- Piblisite -




ହିତୋପଦେଶ 17:2 - ପବିତ୍ର ବାଇବଲ

2 ଯେଉଁ ଦାସ ବୁଦ୍ଧି ପୂର୍ବକ ଚଳେ ସେ ଲଜ୍ଜାଜନକ ପୁତ୍ର ଉପରେ କର୍ତ୍ତୃତ୍ୱ କରେ। ପୁଣି ଭାଇମାନଙ୍କ ସଙ୍ଗରେ ସମ୍ପତ୍ତି ବାଣ୍ଟ ପାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ଵ କରେ, ପୁଣି ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।

Gade chapit la Kopi

ଓଡିଆ ବାଇବେଲ

2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।

Gade chapit la Kopi




ହିତୋପଦେଶ 17:2
9 Referans Kwoze  

ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ୟ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ୟକ୍ତି ଏହି ସମୟରେ ଶୋଇପଡ଼େ, ତାହା ଲଜ୍ଜାଜନକ।


ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ ନ କରିବାକୁ ଗ୍ଭହେଁ। ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ୍ ଯୁବା ଲୋକ ଭଲ।


ଯେଉଁ ପୁତ୍ର ଆପଣା ପିତାର ଧନ ଗ୍ଭେରି କରେ ଏବଂ ଆପଣା ମାତାକୁ ତଡ଼ି ଦିଏ, ସେ ଗୋଟିଏ ଲଜ୍ଜାକର ଓ ଅପମାନ ଜନକ ପୁତ୍ର ଅଟେ।


ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର, ପୁଣି ଯେ ଲଜ୍ଜା ଜନ୍ମାଏ ତାହା ପ୍ରତି ସେ କ୍ରୋଧ କରନ୍ତି।


ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ। ମାତ୍ର ପିଲାକୁ ତା'ର ଇଚ୍ଛାରେ ଛାଡ଼ି ଦେଲେ, ସେ ତା'ର ମାତାକୁ ଲଜ୍ଜା ଦିଏ।


ଜଣେ ଯିଏ ଆପଣା ପରିବାରକୁ ସମସ୍ୟାର କାରଣ ହୁଏ, କିଛି ଅଧିକାର ପାଏ ନାହିଁ। ପୁଣି ସେ ଜଣେ ଅଜ୍ଞାନୀ ବିଜ୍ଞ ବ୍ୟକ୍ତିର ଦାସ ହେବ।


ବିବାଦଯୁକ୍ତ ଭୋଜିରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।


ନିଆଁରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାଯାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।


Swiv nou:

Piblisite


Piblisite