ହିତୋପଦେଶ 17:3 - ପବିତ୍ର ବାଇବଲ3 ନିଆଁରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାଯାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Gade chapit laଓଡିଆ ବାଇବେଲ3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Gade chapit la |
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”