ହିତୋପଦେଶ 2:4 - ପବିତ୍ର ବାଇବଲ4 ନ୍ୟାୟ ରୂପା ତୁଲ୍ୟ ଅଟେ, ତାକୁ ଖୋଜ। ପୋତାଧନ ପରି ତା'ର ଅନ୍ୱେଷଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ Gade chapit laଓଡିଆ ବାଇବେଲ4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; Gade chapit la |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।