Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:3 - ପବିତ୍ର ବାଇବଲ

3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ। ଯେହେତୁ ତାହା ପ୍ରବଞ୍ଚନା ଜନକ ଖାଦ୍ୟ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାହାର ସୁସ୍ଵାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।

Gade chapit la Kopi

ଓଡିଆ ବାଇବେଲ

3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।

Gade chapit la Kopi




ହିତୋପଦେଶ 23:3
6 Referans Kwoze  

ଜଣେ ଲୋକ ସହିତ ଖାଦ୍ୟ ଖାଅ ନାହିଁ। ଯିଏ କୃପଣ ଏବଂ ତାହାର ସୁସ୍ୱାଦୁ ଖାଦ୍ୟ ଖାଇବାକୁ କାମନା କର ନାହିଁ।


ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର। ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।


“ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।


ମାତ୍ର ଦାନିୟେଲ ସେହି ରାଜକୀୟ ଖାଦ୍ୟ ଖାଇ ଓ ଦ୍ରାକ୍ଷାରସ ପାନ କରି ନିଜକୁ ଅଶୁଚି କରିବାକୁ ଇଚ୍ଛା କଲେ ନାହିଁ। ଏଣୁ ସେ ନପୁଂସକାଧିପତିକୁ ନିବେଦନ କଲେ ଓ ସେ ଅନ୍ୟାନ୍ୟ ଖାଦ୍ୟ ଖାଇ ପାରିବେ କି ବୋଲି ପଗ୍ଭରିଲେ, ଯାହାଫଳରେ ସେ ଅଶୁଚି ହେବେ ନାହିଁ।


ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ।


ଏବଂ ରାଜା ସେହିସବୁ ଯୁବକମାନଙ୍କୁ ରାଜକୀୟ ଖାଦ୍ୟ ଓ ପାନୀୟ ଦେଲେ। ସେ ତିନି ବର୍ଷ ଯାଏ ସେମାନଙ୍କୁ ଖାଦ୍ୟ ଦେବା ସହିତ ଯତ୍ନ ନେଲେ ଓ ରାଜାଙ୍କୁ ସେବା କରିବା ପାଇଁ ସେମାନଙ୍କୁ ତାଲିମ ପ୍ରାପ୍ତ ହେବାକୁ ଗ୍ଭହିଁଲେ।


Swiv nou:

Piblisite


Piblisite