ହିତୋପଦେଶ 3:10 - ପବିତ୍ର ବାଇବଲ10 ତହିଁରେ ତୁମ୍ଭ ଭଣ୍ଡାର ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ। Gade chapit laଓଡିଆ ବାଇବେଲ10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ। Gade chapit la |
ସାଦୋକ୍ ବଂଶର ମୁଖ୍ୟଯାଜକ ଅସରିୟ ହିଜକିୟଙ୍କୁ କହିଲେ, “ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସେହି ସମୟଠାରୁ ଆମ୍ଭେମାନେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଆମ୍ଭେମାନେ ଭୋଜନ କରି ସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।”