ହିତୋପଦେଶ 3:7 - ପବିତ୍ର ବାଇବଲ7 ନିଜେ ନିଜକୁ ଜ୍ଞାନୀ ବୋଲି ଭାବ ନାହିଁ। କିନ୍ତୁ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ମନ୍ଦଠାରୁ ଦୂରେଇ ରୁହ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ। Gade chapit laଓଡିଆ ବାଇବେଲ7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ। Gade chapit la |
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।