ହିତୋପଦେଶ 30:3 - ପବିତ୍ର ବାଇବଲ3 ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ଵରୂପଙ୍କ ବିଷୟକ ବିଦ୍ୟା ମୋʼଠାରେ ନାହିଁ। Gade chapit laଓଡିଆ ବାଇବେଲ3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋ’ଠାରେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ। Gade chapit la |
ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ'ଠାରୁ ସୁସ୍ଥତା ପାଇବେ।”