ହିତୋପଦେଶ 4:2 - ପବିତ୍ର ବାଇବଲ2 କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମୋର ଆଦେଶ ପରିତ୍ୟାଗ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। Gade chapit laଓଡିଆ ବାଇବେଲ2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।