Biblia Todo Logo
Bib sou entènèt

- Piblisite -




ହିତୋପଦେଶ 4:5 - ପବିତ୍ର ବାଇବଲ

5 ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ ତହିଁରେ କର। ତାହା ଭୁଲ ନାହିଁ, ମୋ’ ମୁଖରୁ ନିର୍ଗତ ବାକ୍ୟକୁ ବିମୁଖ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।

Gade chapit la Kopi




ହିତୋପଦେଶ 4:5
17 Referans Kwoze  

କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା'ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ।


ଯୋଶିୟ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ଯ୍ୟମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ।


ଯଦି ଜଣେ ଲୋକ ତା’ ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହେବ। ଯେ ବିବେଚନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ।


ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ ଧନ ଥିଲେ ତାହା ମୂଲ୍ୟହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳରେ ଜ୍ଞାନ କ୍ରୟ କରିପାରେ ନାହିଁ।


ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭେମାନେ ସୁବିବେଚନା କର।


ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ। ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।


ସତ୍ୟତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବେଚନା କ୍ରୟ କର।


ଯେ ଆପଣାକୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ପ୍ରତ୍ୟାଖାନ କରେ।


ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବେଚନା ପାଇବା ରୂପାଠାରୁ ଅଧିକ ମୂଲ୍ୟବାନ।


ମୋତେ କଷ୍ଟ ଦେବାକୁ ଚେଷ୍ଟା କରନ୍ତି, ସେହିପରି ମୋର ବହୁତ ଶତ୍ରୁ ଅଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ୟରୁ ବିଚ୍ୟୁତ ହୋଇ ନାହିଁ।


ଲୋକମାନେ ଭାବନ୍ତି ସେମାନେ ମୋ'ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି, କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।


ମୁଁ ସର୍ବଦା ପରମେଶ୍ୱରଙ୍କ ପଥରେ ଗ୍ଭଲିଛି। ମୁଁ କେବେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।


ହେ ମୋର ପୁତ୍ର, ମୋର ଶିକ୍ଷା ପାଶୋର ନାହିଁ। ମୋର ଆଜ୍ଞାମାନ ମନେପକାଅ।


“ଜ୍ଞାନ ହେଉଛି ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର। ତୁମ୍ଭର ସମସ୍ତ ଲାଭ ମଧ୍ୟରେ ସୁବିବେଚନା ଲାଭ କର।


Swiv nou:

Piblisite


Piblisite