Biblia Todo Logo
Bib sou entènèt

- Piblisite -




ହିତୋପଦେଶ 4:6 - ପବିତ୍ର ବାଇବଲ

6 ଜ୍ଞାନଠାରୁ ଦୂରେଇ ଯାଅ ନାହିଁ। ଜ୍ଞାନ ତୁମ୍ଭକୁ ସହାୟ ହେବ। ଜ୍ଞାନକୁ ଭଲ ପାଅ। ଜ୍ଞାନ ତୁମ୍ଭକୁ ନିରାପଦରେ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।

Gade chapit la Kopi

ଓଡିଆ ବାଇବେଲ

6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।

Gade chapit la Kopi




ହିତୋପଦେଶ 4:6
6 Referans Kwoze  

ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ।


ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମୋର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଆନ୍ତି।


ହେ ମୋର ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।


Swiv nou:

Piblisite


Piblisite