ହିତୋପଦେଶ 4:8 - ପବିତ୍ର ବାଇବଲ8 ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତେବେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। Gade chapit laଓଡିଆ ବାଇବେଲ8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।