Biblia Todo Logo
Bib sou entènèt

- Piblisite -




ହିତୋପଦେଶ 5:2 - ପବିତ୍ର ବାଇବଲ

2 ତେବେ ତୁମ୍ଭେ ଚତୁର ହେବ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର (କଥା) ପାଳନ କରି ପାରିବ।

Gade chapit la Kopi

ଓଡିଆ ବାଇବେଲ

2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।

Gade chapit la Kopi




ହିତୋପଦେଶ 5:2
11 Referans Kwoze  

ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।


ଜ୍ଞାନୀମାନଙ୍କର ବାକ୍ୟ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସେପରି କରେ ନାହିଁ।


ଆଗୋ ମୋର ପ୍ରିୟେ, ମହୁଫେଣାରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠାଧର ମହୁ ଝରେ। ଦୁ‌ଗ୍‌ଧମଧୁ ତୁମ୍ଭ ଜିହ୍ୱା ତଳେ ଥାଏ। ତୁମ୍ଭ ବସ୍ତ୍ରର ସୁଗନ୍ଧି ଲିବାନୋ‌ନ୍‌ର ସୁଗନ୍ଧ ତୁଲ୍ୟ।


ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପାରେ, କିନ୍ତୁ ନିର୍ବୋଧ ନିର୍ବୋଧତାକୁ ବଖାଣେ।


ଧାର୍ମିକର ଓଷ୍ଠାଧର, ଅନେକଙ୍କୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନୀମାନେ ନିର୍ବୋଧତା କାରଣରୁ ମୃତ୍ୟୁବରଣ କରନ୍ତି।


ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।


ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ, ଯେପରିକି କେତେଥର ଗଣତି କରି ପାରିବ ନାହିଁ।


ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।


ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁ ଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ୟବାନ୍ ଅଟେ।


ହେ ମୋର ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।


Swiv nou:

Piblisite


Piblisite