Biblia Todo Logo
Bib sou entènèt

- Piblisite -




ହିତୋପଦେଶ 7:6 - ପବିତ୍ର ବାଇବଲ

6 ଦିନେ ମୁଁ ମୋର ଝରକା ଜାଲିପରଦା ଦେଇ ଗ୍ଭହୁଁଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;

Gade chapit la Kopi

ଓଡିଆ ବାଇବେଲ

6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ଆପଣା ଗୃହର ଝରକାର ଜାଲି ପରଦା ଦେଇ ନିରୀକ୍ଷଣ କରୁଥିଲି;

Gade chapit la Kopi




ହିତୋପଦେଶ 7:6
5 Referans Kwoze  

“ସୀଷରାର ମା ଝରକା ପାଖରେ ଅପେକ୍ଷା କରୁଥିଲା ଏବଂ ସେ ଜାଲି ଦେଇ ଗ୍ଭହୁଁଥିଲା। ସେ ଏହା ଚିନ୍ତା କରି କାନ୍ଦୁଥିଲା, ‘ସୀଷରାର ରଥ ବିଳମ୍ବ କାହିଁକି? ତଥାପି, ମୁଁ କାହିଁକି ତା'ର ରଥ ଶବ୍ଦ ଶୁଣି ପାରୁ ନାହିଁ?’


ଇ‌ସ୍‌ହାକ ସେଠାରେ ବହୁ ଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ଦେଇ ଇ‌ସ୍‌ହାକ ଓ ତାଙ୍କର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ।


ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।


ତେବେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ୟଭିଗ୍ଭରିଣୀ ସ୍ତ୍ରୀଙ୍କଠାରୁ ମଧ୍ୟ ରକ୍ଷା କରିବ।


ମୋହର ପ୍ରିୟତମ ଏକ ହରିଣ ଓ ଏକ ତରୁଣ ମୃଗତୁଲ୍ୟ। ଦେଖ, ସେ ଝରକା ଦେଇ ଅନାଇ ଅଛନ୍ତି, ପ୍ରାଚୀର ପଛେ ଠିଆ ହୋଇଅଛନ୍ତି। ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।


Swiv nou:

Piblisite


Piblisite