ହିତୋପଦେଶ 8:1 - ପବିତ୍ର ବାଇବଲ1 ଶୁଣ, ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡାକୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ଵର କରେ ନାହିଁ? Gade chapit laଓଡିଆ ବାଇବେଲ1 ଜ୍ଞାନ କ’ଣ ଡାକେ ନାହିଁ ? ବୁଦ୍ଧି କ’ଣ ଉଚ୍ଚସ୍ୱର କରେ ନାହିଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଜ୍ଞାନ କʼଣ ଡାକେ ନାହିଁ? ବୁଦ୍ଧି କʼଣ ଉଚ୍ଚସ୍ୱର କରେ ନାହିଁ? Gade chapit la |
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।