Biblia Todo Logo
Bib sou entènèt

- Piblisite -




ହିତୋପଦେଶ 8:3 - ପବିତ୍ର ବାଇବଲ

3 ସେ ନଗରଦ୍ୱାର ନିକଟରେ ଠିଆ ହୁଏ ଏବଂ ଡାକେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ନଗର-ଦ୍ଵାର ନିକଟରେ, ନଗରର ପ୍ରବେଶ-ଦ୍ଵାରରେ, ଦ୍ଵାରର ପ୍ରବେଶ-ସ୍ଥାନରେ ଥାଇ ଉଚ୍ଚସ୍ଵରେ ଡାକି କହେ,

Gade chapit la Kopi

ଓଡିଆ ବାଇବେଲ

3 ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ନଗର-ଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,

Gade chapit la Kopi




ହିତୋପଦେଶ 8:3
7 Referans Kwoze  

“ସେହିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନରେ ଲୋକମାନେ ବସି ସଭା କରୁଥିଲେ।


“ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।”


ଯୀଶୁ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ସବୁବେଳେ ଖୋଲାଖୋଲି ଭାବେ ଶିକ୍ଷା ଦେଇଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିରରେ ଶିକ୍ଷା ଦେଇ ଆସିଛି। ସେଠାରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।


ତେଣୁ ତୁମ୍ଭେମାନେ ନଗର ରାସ୍ତାକୁ ଯାଅ। ଯାହାକୁ ଦେଖିବ ତାକୁ ବିବାହ ଭୋଜିକୁ ଡାକିଆଣ।’


ଜ୍ଞାନୀ କହେ, “ହେ ମନୁଷ୍ୟଗଣ ମୁଁ ତୁମ୍ଭମାନଙ୍କୁ ଡାକୁଅଛି। ମୁଁ ପ୍ରତ୍ୟେକ ଲୋକଙ୍କୁ ଡାକେ।


ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକଇ। ନଗର ଦ୍ୱାରର ପ୍ରବେଶ ସ୍ଥାନରେ, ନଗର ମଧ୍ୟରେ ଆପଣାର ବାକ୍ୟ ଉଚ୍ଚାରଣ କରି କହେ।


Swiv nou:

Piblisite


Piblisite