ହିତୋପଦେଶ 8:4 - ପବିତ୍ର ବାଇବଲ4 ଜ୍ଞାନୀ କହେ, “ହେ ମନୁଷ୍ୟଗଣ ମୁଁ ତୁମ୍ଭମାନଙ୍କୁ ଡାକୁଅଛି। ମୁଁ ପ୍ରତ୍ୟେକ ଲୋକଙ୍କୁ ଡାକେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି। Gade chapit laଓଡିଆ ବାଇବେଲ4 ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ହେ ମନୁଷ୍ୟଗଣ, ମୁଁ ତୁମ୍ଭମାନଙ୍କୁ ଡାକୁଅଛି; ପୁଣି, ମନୁଷ୍ୟ-ସନ୍ତାନଗଣ ପ୍ରତି ମୋହର ରବ ଅଛି। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।